Saturday, March 7, 2026
Homeଖେଳଜମଲା ଶ୍ରୀ ଅରବିନ୍ଦ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଯାପିତ ।

ଜମଲା ଶ୍ରୀ ଅରବିନ୍ଦ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଯାପିତ ।

ପଦ୍ମପୁର-ପଦ୍ମପୁର ଉପଖଣ୍ଡ ଜମଲା ଶ୍ରୀ ଅରବିନ୍ଦ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି। ଏହି କ୍ରୀଡା ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ବିଭାଗ ରେ ଅଂଶଗ୍ରହଣ ନିଜ କ୍ରୀଡା ନୈପୁଣ୍ୟତାର ପରିଚୟ ଦେଇଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ପ୍ରମୋଦ ପୁରୋହିତ ମୁଖ୍ୟ ଅତିଥି ବିନୋଦ ବିହାରୀ ବେହେରା,ସତ୍ୟ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ଅଧ୍ୟକ୍ଷ ବୈଶାଖୁ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କ୍ରୀଡା ସମାରୋହରେ ବିଦ୍ୟାଳୟର ସମସ୍ତ ଅପାଭାଇ ସହଯୋଗ କରିଥିଲେ।

error: Content is protected !!