Saturday, March 7, 2026
Homeରାଜ୍ୟପାହାଡଶ୍ରୀଗିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ।

ପାହାଡଶ୍ରୀଗିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ।

ଅତାବିରା(ସୁରେନ୍ଦ୍ର କଠାର)– ଅତାବିରା ବ୍ଲକ୍ ପାହାଡ଼ଶ୍ରୀଗିଡା ଲାଲ ଡୋଲେଶ୍ୱର୍ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ଜୟଦେବ ନାଏକଙ୍କ ସଂଯୋଜନାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ସୌଦାମିନୀ ସାହୁ ଯୋଗ ସମ୍ପର୍କିତ ବିଭିନ୍ନ ପ୍ରକାରର ଆସନ ଓ ତାର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଶୀଳ କୁମାର ସେଟଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ।

error: Content is protected !!