Saturday, March 7, 2026
Homeରାଜ୍ୟଶୋକ ସଭା ପାଳିତ ।

ଶୋକ ସଭା ପାଳିତ ।

ପଦ୍ମପୁର-ପଦ୍ମପୁର ଉପଖଣ୍ଡର ଲଖମରା ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦିବଙ୍ଗତ ସୁଶ୍ରୀ ସୌମ୍ୟା ବିଶିଙ୍କ ଅକାଳ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ ଅନ୍ୟାନ୍ୟ କର୍ମଚାରୀ ସୌମ୍ୟାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପାର୍ଥନା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

error: Content is protected !!