Sunday, April 20, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା ।

ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା ।

ନୂଆପଡ଼ା(ଡୋଲେଶ୍ୱର ବାଗ)-ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରାଇତା , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଧର ଧରୁଆ, ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।

ଏହି ସଚେତନ ପଦଯାତ୍ରାରେ ନ୍ୟାସନାଲ କଲେଜ୍, ନ୍ୟାସନାଲ ହାଇସ୍କୁଲର ଏନ୍ ସି ସି କ୍ୟାଡେଟ, ଯୁବ ଭୋଟର ମାନେ ସାମିଲ ହୋଇ ସଚେତନ କରିଛନ୍ତି। ଦେଶର ବଡ ପର୍ବ ରେ ସାମିଲ ହୋଇ ବହୁମୂଲ୍ୟ ସାମ୍ବିଧାନିକ ଅଧିକାର କୁ ସାବ୍ୟସ୍ତ କରନ୍ତୁ।

error: Content is protected !!