Sunday, April 20, 2025
spot_imgspot_imgspot_img
Homeରାଜ୍ୟବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ।

ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ।

ଅତାବିରା(ସୁରେନ୍ଦ୍ର କଠାର)-ବରଗଡ ଜିଲା ଅତାବିରା ବ୍ଲକ ଜହ୍ନାପଡା ପଂଚାୟତ ଦେବାହାଲ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଦାନନ୍ଦ ବିଶ୍ବାଳଙ୍କ ସଭାପତିତ୍ବରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏଥିରେ ସିଆରସିସି ରଂଜନ ବାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ମନୋଜ ସାହୁ,ମିନକେତନ ସାହୁ,ମୁଖ୍ୟବକ୍ତା ଭାବେ ଅତ୍ୟୁଲ କୁମାର ରଥ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ବିଷୟରେ ଆଲୋକପାତ କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ଅମୃତ କୁମାର ବାରିକ ସଂଯୋଜନା କରିଥିଲେ ।ଶେଷରେ ରବିନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ |

error: Content is protected !!