Sunday, April 20, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିମାଣ୍ଡୋସିଲ ଡିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଆଦିବାସୀ ଦିବସ ପାଳିତ ।

ମାଣ୍ଡୋସିଲ ଡିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଆଦିବାସୀ ଦିବସ ପାଳିତ ।

ପାଇକମାଲ-ମାଣ୍ଡୋସିଲ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନୟ ରଂଜନ ପଣ୍ଡାଙ୍କ ସଭାପତିତ୍ବରେ ଆନ୍ତର୍ଜାତୀୟ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ଭାବେ ଓଡ଼ିଆ ବିଭାଗର ମୁଖ୍ୟ ଅଧ୍ୟାପକ ଶ୍ରୀଯୁକ୍ତ ସନ୍ତୋଷ ସିଂ ଠାକୁର ଓ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ସୁମିତାବ ନାୟକ ଯୋଗ ଦେଇ ଆଦିବାସୀ ଦିବସ ସମ୍ପର୍କରେ ବିଶଦ ବକ୍ତବ୍ୟ ରଖିଥିଲେ।

ଶେଷରେ ଅଧ୍ୟାପିକା ଶ୍ରୀମତୀ ସସ୍ମିତା ସରିଆ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଅଧ୍ୟାପିକା ବବିତା ମଲ୍ଲିକ, ରୋହିତ ପ୍ରଧାନ, ଗୁରୁ ପ୍ରସାଦ ବଣ୍ଡା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

error: Content is protected !!