Saturday, April 19, 2025
spot_imgspot_imgspot_img

Daily Archives: Apr 18, 2025

ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧତ୍ସବ ।

ବରପାଲି-ବରପାଲି ଗଙ୍ଗାଧର କଲ୍ଯାଣମଣ୍ତପ ପରିସରରେ ବିଜେପୁର ମଣ୍ତଳୀ ସ୍ତରିୟ ପ୍ରବାଦପୁରୁଷ ବିଜୁ ବାବୁଙ୍କ ୨୮ତମ ଶ୍ରାଦ୍ଧତ୍ସବ ଅନୁଷ୍ଠିତ ହୋଇଯାଇଛି। ପୁର୍ବତନ ବୟନଶିଳ୍ପ ମନ୍ର୍ତୀ ରିତା ସାହୁଙ୍କ ତତ୍ବାଧାନରେ କାର୍ଯ୍ଯକ୍ରମ ପରିଚାଳିତ ହୋଇଥିଲା। ବରିଷ୍ଠ...

ପ୍ରସିଦ୍ଧ ବୈଶାଖମେଳା ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ:ବୈଶାଖ ମେଳା ପାଇଁ ସହାୟତା ପ୍ରତିଶୃତି ।

ପଦ୍ମପୁର-ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରସିଦ୍ଧ ବୈଶାଖ ମେଳା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ...

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବାର୍ଷିକ କ୍ରୀଡା ଦିବସ ପାଳିତ ।

ପଦ୍ମପୁର-ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ...

Most Read

error: Content is protected !!