Wednesday, June 18, 2025
spot_imgspot_imgspot_img

Yearly Archives: 2025

ମାଣ୍ଡୋସିଲ ଡିଗ୍ରୀ କଲେଜରେ ବରଗଡ଼ ସାଂସଦଙ୍କୁ ସମ୍ବର୍ଦ୍ଧନା ।

ପାଇକମାଲ-ପାଇକମାଲ ବ୍ଳକ ମାଣ୍ଡୋସିଲ ଡିଗ୍ରୀ କଲେଜରେ ଅଧ୍ୟକ୍ଷ ବିନୟ ରଞ୍ଜନ ପଣ୍ଡାଙ୍କ ସଭାପତିତ୍ବରେ ମାନ୍ୟବର ସାଂସଦ ପ୍ରଦୀପ ପୁରୋହିତଙ୍କ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ସମ୍ମାନୀତ ଅତିଥି ଭାବରେ...

ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକୋତ୍ସବ ।

ପାଇକମାଲ-ପାଇକମାଲ ବ୍ଳକ ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବୁଧବାର ୨୪ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଅଛି। ମାଣ୍ଡୋସିଲ ଶ୍ରୀଅରବିନ୍ଦ ପାଠଚକ୍ର ସଭାପତି ଗୋକୁଳାନନ୍ଦ ଡନସନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି...

ତମିଆଁ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ।

ପାଟଣାଗଡ଼-ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ତମିଆଁ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଆର୍ଦ୍ରଭୂମି ସଂରକ୍ଷଣ ଅଭିଯାନ ପାଇଁ ସଚେତନତା କାର୍ଯ୍ୟଶାଳାର ଅନୁଷ୍ଠିତ ହୋଇଯାଇଛି। ଆର୍ଦ୍ରଭୂମି କ୍ଷତିକୁ କମ୍ କରିବା ପାଇଁ ତାର ସଂରକ୍ଷଣର ଏହା...

ଜିଲ୍ଲାର ଶ୍ରେଷ୍ଠ ବିଦ୍ୟାଳୟ ଭାବେ ପୁରସ୍କୃତ ହେଲା କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ।

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ)-୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା, ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ଜିଲ୍ଲାର ଶ୍ରେଷ୍ଠ...

ଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ, ଦହିତାରେ ବାର୍ଷିକ ଉତ୍ସବ ।

ପଦ୍ମପୁର - ଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ ଦହିତା ଠାରେ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କ୍ଷୀରସିନ୍ଧୁ ସୁନା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ...

କେଶାଇବାହାଲ ଜଙ୍ଗଲ ଚୋରୀ ! ନିରବଦ୍ରଷ୍ଟା ପ୍ରଶାସନ !

କୁଚିଣ୍ଡା(ତପନ ଦାଶ)-ସରକାରୀ ଜମିରୁ ଚୋରୀ ହୋଇଗଲା ହଜାର ହଜାର ଗଛ। ଅଭିଯୋଗ ହେଲା , କିନ୍ତୁ କାର୍ଯ୍ୟାନୁଷ୍ଟାନ ଶୂନ । ଏହାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଗ୍ରାମବାସୀ । ଖାଲି ଗଛ...

ଲଖମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ।

ପଦ୍ମପୁର-ପଦ୍ମପୁର ଉପଖଣ୍ଡର ଲଖମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ପରିପେକ୍ଷୀରେ ଆୟୋଜିତ ସଭାରେ ଓଡ଼ିଆ ଅଧ୍ୟାପକ କେଶବ ଚନ୍ଦ୍ର ବାରିକ ଅତିଥି ପରିଚୟ ପ୍ରଦାନ...

ଡୁଡୁକିଝରିଆରେ ଜଙ୍ଗଲ ନିଆଁ ସଚେତନତା ସଭା ।

ପାଇକମାଲ-ପାଇକମାଲ ବ୍ଳକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆ ଗାଁରେ ଓଡ଼ିଶା ସରକାର ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ନୃସିଂହନାଥ ବନାଞ୍ଚଳ ବରଗଡ଼ ଉପଖଣ୍ଡ ଜାମସେଠ ସେକ୍ସନ ପକ୍ଷରୁ ବନରକ୍ଷୀ ସୀମା ଭୋଇଙ୍କ...

ମାଣ୍ଡିଆଢିପା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ।

ପାଇକମାଲ-ପାଇକମାଲ ବ୍ଳକ ମାଣ୍ଡିଆଢିପା ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା କୁମ୍ଭାର ସଭାପତିତ୍ବରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବରେ ଏବିଇଓ ରାଧେଶ୍ୟାମ ମେହେର, ମୁଖ୍ୟ ବକ୍ତା ଅବସରପ୍ରାପ୍ତ ଶିକ୍ଷକ...

ମନଭଙ୍ଗ ବିଦ୍ୟାଳୟର ବାର୍ଷିକ ଉତ୍ସବ ।

ପାଇକମାଲ-ପାଇକମାଲ ବ୍ଳକ ମନଭଙ୍ଗ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବଜରଙ୍ଗ ବାରିକଙ୍କ ସଭାପତିତ୍ଵରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଏବିଇଓ ରାଧେଶ୍ୟାମ ମେହେର, ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ...

Most Read

error: Content is protected !!