Monday, June 16, 2025
spot_imgspot_imgspot_img

Yearly Archives: 2025

ପାର୍ବତୀ ଗିରି ଅନାଥା ବୃଦ୍ଧାଶ୍ରମରେ ଝିଅର ଜନ୍ମଦିନ ପାଳନ କଲେ ଶିକ୍ଷକ ଦମ୍ପତ୍ତି ।

ବିଜେପୁର-ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ପାର୍ବତୀ ଗିରି ଅନାଥା ବୃଦ୍ଧାଶ୍ରାମରେ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ବରିହାପାଲି ଗ୍ରାମର ଶିକ୍ଷକ ଦମ୍ପତି ଶ୍ରୀଯୁକ୍ତ ବିଜୟ କୁମାର ସାହୁ ଓ ତାଙ୍କର ଧର୍ମପତ୍ନୀ ଶିକ୍ଷୟିତ୍ରୀ ସରସ୍ବତୀ...

ମୋଟାବାଡି ଗ୍ରାମରେ ଜନଶୁଣାଣୀ,ସ୍ବାଗତ ସମ୍ବର୍ଦ୍ଧନା ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ।

ବୁଗୁଡ଼ା(ସୋରେନ କୁମାର ପ୍ରଧାନ)-ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମୋଟାବାଡି ଗ୍ରାମର ବଡ଼ଦାଣ୍ଡ ଠାରେ ଆଜି ଏକ ଜନଶୁଣାଣୀ କାର୍ଯ୍ୟକ୍ରମ ଓ ସ୍ବାଗତ ସମ୍ବର୍ଦ୍ଧନା ସଭା ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ...

ବିଭିନ୍ନ ଶିକ୍ଷାନୁଷ୍ଠାନରେ ନେତାଜୀ ଜୟନ୍ତୀ ପାଳିତ ।

ବୁଗୁଡା(ସୋରେନ କୁମାର ପ୍ରଧାନ)-ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାରେ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପ୍ରଧାନାଚାର୍ଯ୍ୟ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ...

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ରେ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ।

ବରଗଡ଼-ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଠାରେ ଦେଶର ଦୁଇ ବରପୁତ୍ର ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି l ମାନସିକ ଅନାଗ୍ରସର ବିଦ୍ୟାଳୟର...

୧୨ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ : ସେମିରେ ପିପିଲି ।

ପଦ୍ମପୁର-ପଦ୍ମପୁର ନିକଟସ୍ଥ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଜେ.ଏସ୍.ସି.ସି ଦ୍ଵାରା ଆୟୋଜିତ ୧୨ ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପର ଦ୍ୱିତୀୟ ଦିନ ଖେଳରେ ୪ଟି ଦଳ ଭାଗ ନେଇଥିଲେ। କ୍ବାଟର ଫାଇନାଲ...

ପାଇକମାଲ ହାଇସ୍କୁଲରେ ମିଶନ୍ ୧୦୦ କାର୍ଯ୍ୟକ୍ରମ।

ପାଇକମାଲ(ବିଦ୍ୟାଧର ସାହୁ)-ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଲରେ ମିଶନ ୧୦୦ ୨ୟ ପର୍ଯ୍ୟାୟ ବି.ଇ.ଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ରାଜବୋରାସମ୍ବର ବି.ଇ.ଓ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ...

ଆଞ୍ଚଳିକ ସାହିତ୍ୟ ପରିଷଦ୍ ତରଫରୁ ସମ୍ବଲପୁରୀ ବହି ପସରା ଓ କବିତା ପାଠୋତ୍ସବ ।

ଅତାବିରା(ସୁରେନ୍ଦ୍ର କଠାର)-ବରଗଡ଼ ଜିଲ୍ଲା ଅତାବିରାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଆଞ୍ଚଳିକ ସାହିତ୍ୟ ପରିଷଦ୍ ତରଫରୁ ଲାଦେରପାଲି ସ୍ଥିତ ମାଁ ରାମଚଣ୍ଡୀ ମନ୍ଦିର କଳ୍ୟାଣ ମଣ୍ଡପ ଠାରେ ଆଜି ଶ୍ରୀ ଶ୍ରୀ ରଣେଶ୍ୱର ମାଁ...

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ।

ପଦ୍ମପୁର - ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ସକାଳ ପର୍ଯ୍ୟାୟରେ ଦୁର୍ବାଦଳ ସାହୁ,ଥବିର ଡନସନା, ଦିନବନ୍ଧୁ ଦେହେରୀ, ସ୍ନିଗ୍ଧା...

ଅତାବିରା ଠାରେ ପ୍ରଧାନମନ୍ତ୍ରୀ ସୋଲାର ସୂର୍ଯ୍ୟ ଘର ଯୋଜନାର ସେମିନାର ।

ଅତାବିରା(ସୁରେନ୍ଦ୍ର କଠାର)-ଅତାବିରା ଅଗ୍ରସେନ ଭବନ ଠାରେ ପ୍ରଧାନମନ୍ତ୍ରୀ ସୋଲାର ସୂର୍ଯ୍ୟ ଘର ଯୋଜନା ସମ୍ପର୍କରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି |ଏଥିରେ ଅତିଥି ଭାବେ ଅଫ ଟ୍ରାଭେଲ ପ୍ରଫେସନାଲସ CEO ଓଡିଶା...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ‘ଫର୍ଟିଚିଉଡ଼ ‘ ।

ପଦ୍ମପୁର - ଦଶମ ଶ୍ରେଣୀ ପରୀକ୍ଷା ପାଖେଇ ଆସୁଛି। ପରୀକ୍ଷ ସମୟ ହେଉଛି କୁନି ପିଲା ମାନଙ୍କ ପାଇଁ ସଂଶୟ ର ସମୟ। ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବା ପିଲା ମାନଙ୍କ...

Most Read

error: Content is protected !!