Saturday, March 7, 2026

Yearly Archives: 2026

ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ।

ପଦ୍ମପୁର-ବରଗଡ଼ ଜିଲ୍ଲା ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ କନସିଂହାସ୍ଥିତ ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡକ୍ଟର ପ୍ରେମାନନ୍ଦ ବେହେରା ଜାତୀୟ...

ଜମରତଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ।

ପଦ୍ମପୁର-ପଦ୍ମପୁର ଉପଖଣ୍ଡ ଜମରତଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତରେ...

ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଜାତୀୟ ବାଳିକା ଦିବସ ପାଳିତ ।

ପଦ୍ମପୁର-ପି.ଏମ୍.ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ସମସ୍ତ ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ନାରୀ ଶିକ୍ଷା ପାଇଁ ନଗର ପରିକ୍ରମା କରିଥିଲେ ଏବଂ...

୧୩ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ଚତୁର୍ଥ ଦିବସ : ସେମିରେ ଭୁବନେଶ୍ଵର ।

ପଦ୍ମପୁର-ପଦ୍ମପୁର ନିକଟସ୍ଥ ଖଇରପାଲି ହାଇସ୍କୁଲ ପଡ଼ିଆ ଠାରେ ଗୋଲ୍ଡେନଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ୧୩ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପର ଚତୁର୍ଥ ଦିବସର ଖେଳରେ ୪ ଗୋଟି ଦଳ ମଧ୍ୟରୁ...

ପଦ୍ମପୁର ସାଇକେଲ ଚୋରି ରାକେଟର ପର୍ଦାଫାସ : ୨୪ ଗୋଟି ଚୋରା ସାଇକେଲ ଜବତ, ୭ ଜଣ ଗିରଫ ।

ପଦ୍ମପୁର-ପଦ୍ମପୁର ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ଚାଲିଥିବା ସାଇକେଲ ଚୋରି ଘଟଣାର ସଫଳ ପର୍ଦାଫାସ କରିଛି ପଦ୍ମପୁର ପୋଲିସ। ଏହି ଘଟଣାରେ ପୋଲିସ ୨୪ ଗୋଟି ଚୋରା ସାଇକେଲ ଜବତ କରିବା ସହ...

୧୩ ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ତୃତୀୟ ଦିବସ : ସେମିରେ ଭଦ୍ରକ ।

ପଦ୍ମପୁର-ପଦ୍ମପୁର ନିକଟସ୍ଥ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଗୋଲ୍ଡେନ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ୧୩ ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ତୃତୀୟ ଦିବସର ଖେଳରେ ଚାରି ଗୋଟି...

ମଧ୍ୟପ୍ରଦେଶ ରାଷ୍ଟ୍ର ଭାଷା ପୁରସ୍କାର ପାଇବେ ସୁଜିତ କୁମାର ପୃଷେଠ ।

ବରଗଡ-୨୦୨୫ ବର୍ଷର ସମ୍ମାନଜନକ ଶ୍ରୀ ବୀରେନ୍ଦ୍ର ତିୱାରୀ ସୃଜନାତ୍ମକ ରାଷ୍ଟ୍ରଭାଷା ପୁରସ୍କାର ପାଇବା ପାଇଁ ଲେଖକ ଏବଂ ସ୍ତମ୍ଭକାର ଡ଼ ସୁଜିତ କୁମାର ପୃଷେଠ ମନୋନୀତ ହେଇଛନ୍ତି । ମଧ୍ୟପ୍ରଦେଶ ରାଷ୍ଟ୍ରଭାଷା...

୧୩ ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ଦ୍ଵିତୀୟ ଦିବସ : ସେମିରେ ତାଳଚେର ।

ପଦ୍ମପୁର-ପଦ୍ମପୁର ନିକଟସ୍ଥ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଗୋଲ୍ଡେନଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ୧୩ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପର ଦ୍ଵିତୀୟ ଦିବସର ଖେଳରେ ୪ ଗୋଟି ଦଳ ମଧ୍ୟରୁ ତାଳଚେର...

ଶରଧାପାଲି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ।

ଗାଇସିଲେଟ-ଗାଇସିଲେଟ ବ୍ଲକ ଶରଧାପାଲି ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉକିଲ ପାଣ୍ଡେଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି...

୧୩ ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ଉଦଘାଟିତ: ସେମିରେ କେନ୍ଦ୍ରାପଡା ।

ପଦ୍ମପୁର-ପଦ୍ମପୁର ନିକଟସ୍ଥ ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଗୋଲ୍ଡେନଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ୧୩ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଖଇରପାଲି ଜଗନ୍ନାଥ କମିଟିର ସମସ୍ତ...

Most Read

error: Content is protected !!