Saturday, March 7, 2026
Homeଖେଳଲଖମରା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ସମାରୋହ ଅନୁଷ୍ଠିତ।

ଲଖମରା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ସମାରୋହ ଅନୁଷ୍ଠିତ।

ପଦ୍ମପୁର– ପଦ୍ମପୁର ନିକଟସ୍ଥ ଲଖମରା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ସମାରୋହ ଅଧ୍ୟକ୍ଷ ବିଜୟ କୁମାର ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ମହେଶ୍ୱର ବଢେଇ ଓ ଧର୍ମେନ୍ଦ୍ର ଖମାରୀ ଯୋଗଦେଇ କୃତୀ ପ୍ରତିଭା ମାନଙ୍କୁ ପୁରସ୍କୃତ କରିଥିଲେ। ରାଜ୍ୟସ୍ତରୀୟ କ୍ରୀଡାବିତ୍ ମାନଙ୍କୁ ସମ୍ମାନିତ କରାଯାଇଥିଲା। କୁମୁଦିନୀ ଭୋଇ ପରିଚୟ ପ୍ରଦାନ କରିଥିବା ବେଳେ ତିଳୋତ୍ତମା କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ।

error: Content is protected !!