Monday, April 21, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିଜମଲା ରେ କଲ୍ଯାଣ ମଣ୍ଡପ ଉଦ୍ଘାଟନ କଲେ ବିଧାୟିକା ।

ଜମଲା ରେ କଲ୍ଯାଣ ମଣ୍ଡପ ଉଦ୍ଘାଟନ କଲେ ବିଧାୟିକା ।

ପଦ୍ମପୁର – ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜମଲା ଗୌନ୍ତିଆ ପଡାରେ କଲ୍ଯାଣ ମଣ୍ଡପ ଉଦଘାଟିତ ହୋଇଯାଇଛି। ଏହି ମଣ୍ଡପ କୁ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ରାଜବୋଡାସମ୍ବର ବ୍ଳକ୍ ଅଧ୍ୟକ୍ଷ ରଞ୍ଜିତା ସିଂ ବରିହା, ଜିଲ୍ଲା ପରିଷଦ ସଭ୍ୟ , ସମିତି ସଭ୍ଯ ପୁଷ୍ପାଞ୍ଜଳି ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ ମହାନ୍ତି, ମନୋରଞ୍ଜନ ପୁରୋହିତ, ଠାକୁର ପଣ୍ଡାଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ଥିଲେ l

error: Content is protected !!